thumbnail

Mangal Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Sep 10, 2022, 6:44 AM IST

ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂର୍ଣ୍ଣ୍ୟ ପ୍ରାପ୍ତି ହୋଇଥାଏ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.