ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି - ମଙ୍ଗଳ ଆଳତି
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-13515031-thumbnail-3x2-mangalalati.jpg)
ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତି ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତି କରାଯାଇଛି । ଏହି ଆଳତି ଦର୍ଶନ ଅତିବ ମନୋମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହେବା ସହ ଟଳିଯାଏ ବିପଦ ।