ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି - ଦିବ୍ୟ ମଙ୍ଗଳ ଆଳତୀ

🎬 Watch Now: Feature Video

thumbnail

By

Published : Oct 2, 2021, 6:56 AM IST

ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଶ୍ରୀମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତୀ ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.