Cyclone Update: ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଶେଷଜ୍ଞଙ୍କ ସହ ଅଧିକ ଆଲୋଚନା
🎬 Watch Now: Feature Video
ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି(ଶନିବାର) ସ୍ପଷ୍ଟ ହୋଇଛି । ତେବେ ବାତ୍ୟା କେଉଁଠି ଲ୍ୟାଣ୍ଡ ଫଲ୍ କରିବ, ସେନେଇ କୌଣସି ସ୍ପଷ୍ଟ ଚିତ୍ର ଆସି ନାହିଁ । ଆଜି ସନ୍ଧ୍ୟାରେ ଅବପାତର ରୂପ ନେଇ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟା ଚିତ୍ର ସ୍ପଷ୍ଟ ହେବ । ତେବେ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ଭୁବନେଶ୍ବର ପ୍ରତିନିଧି । ଜାଣନ୍ତୁ କଣ କହୁଛନ୍ତି ବିଶେଷଜ୍ଞ ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ