ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତିନିସେନା ପକ୍ଷରୁ ଗାର୍ଡ ଅଫ୍‌ ଅନର - ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

🎬 Watch Now: Feature Video

thumbnail

By

Published : Jul 25, 2022, 12:49 PM IST

ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଶପଥ ଗ୍ରହଣ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି । ତିନିସେନା ପକ୍ଷରୁ ନୂଆ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ପ୍ରଥମ ଗାର୍ଡ ଅଫ ଅନର ଦିଆଯାଇଛି । ଦେଖନ୍ତୁ

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.