ଅଟଳବିହାରୀ ବାଜପେୟୀଙ୍କ ପୂଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

By

Published : Aug 16, 2022, 10:56 AM IST

thumbnail
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି । ବାଜପେୟୀଙ୍କ ଚତୁର୍ଥ ପୁଣ୍ୟତିଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ସଦୈବ ଅଟଳ ସ୍ମୃତି ସ୍ମାରକୀରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଭାରତରତ୍ନ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଜେପି ନଡ୍ଡା ପ୍ରମୁଖ ସ୍ମୃତି ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.