ଗର୍ଭାଶୟ କର୍କଟ ବିଲୋପ ଅଭିଯାନକୁ ବ‌ର୍ଷେ, ନୀଳ ରଙ୍ଗରେ ଝଲସିଲା ରାଜାରାଣୀ ମନ୍ଦିର - ନୀଳ ରଙ୍ଗରେ ଝଲସିଲା ରାଜାରାଣୀ ମନ୍ଦିର

🎬 Watch Now: Feature Video

thumbnail

By

Published : Nov 18, 2021, 1:45 PM IST

ଭୁବନେଶ୍ବର: ନୀଳ ରଙ୍ଗର ଆଲୋକରେ ଝଲସିଲା ରାଜାରାଣୀ ମନ୍ଦିର । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(who) ପକ୍ଷରୁ ଚାଲିଥିବା ଗର୍ଭାଶୟ କର୍କଟ ବିଲୋପ ଅଭିଯାନକୁ ବ‌ର୍ଷେ ପୂରଣ ହୋଇଛି। ଜନ ସଚେତନତା ପାଇଁ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ଏହି ଅଭିଯାନର ପ୍ରଥମ ବର୍ଷ ପୂର୍ତ୍ତି ପାଳନ କରିଛି। ଏହି ଅବସରରେ ଏଏସ୍‌ଆଇ ଓ କ୍ରିୟା ଫାଉଣ୍ଡେସନ୍ ଏକାଦଶ ସ୍ମାରକୀ ପକ୍ଷରୁ ରାଜାରାଣୀ ମନ୍ଦିରରକୁ ନୀଳ ରଙ୍ଗର ଆଲୋକରେ ସଜାଯାଇଥିଲା ।

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.