ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ

By

Published : Jul 2, 2022, 7:27 PM IST

thumbnail
ଭବାନୀପାଟଣା : ରତ୍ନ ସିଂହାସନ ଛାଡି ଜନ୍ମବେଦୀକୁ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗତକାଲି ରଥ ଆସି ମାଁ ମାଣିକେଶ୍ୱରୀଙ୍କ ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଆଜି ଆଡ଼ପ ମଣ୍ଡପ ବିଜେ କରିଛନ୍ତି ମହାବାହୁ । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଶ୍ରୀ ଜଗନ୍ନାଥ ମାଉସୀ ଘରକୁ ଆସିଛନ୍ତି । କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତକାଲି ରଥଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଭବାନୀପାଟଣା ସହରରେ ଥିବା ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ବେଶ ଧୁମଧାମରେ ଅନୁଷ୍ଠିତ ହୋଇଥିଲା । ଇଟିଭି ଭାରତ, କଳାହାଣ୍ଡି

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.