thumbnail

By

Published : Jul 21, 2022, 10:20 PM IST

ETV Bharat / Videos

WATCH VIDEO: ନୂତନ ରାଷ୍ଟ୍ରପତିଙ୍କୁ ବାଲୁକା ଚିତ୍ରକଳାରେ ଶୁଭେଚ୍ଛା

ପୁରୀ: ପ୍ରଥମ ଓଡିଆ ମହିଳା ତଥା ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ତାଙ୍କର ଏହି ଐତିହାସିକ ବିଜୟ ପରେ ଓଡ଼ିଶାରେ ସେଲିବ୍ରେସନର ମାହୋଲ । ଏହି ଅବସରରେ ବାଲୁକା ଚିତ୍ରକଳା ମାଧ୍ୟମରେ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀର ନିଳାଦ୍ରୀ ବିଚ୍‌ରେ ଏହି ସୁନ୍ଦର ବାଲୁକା ଚିତ୍ରକଳାଟି ତିଆରି କରାଯାଇଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀଙ୍କ ପ୍ରତିକୃତି ଏହି ବାଲୁକା ଚିତ୍ରକଳାରେ ସ୍ଥାନ ପାଇଛି । ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.