thumbnail

By

Published : Jul 12, 2022, 7:30 AM IST

ETV Bharat / Videos

ବାଲୁକା କଳାରେ ନିଳାଦ୍ରୀ ବିଜେ ଓ ରସଗୋଲା ଦିବସ

ପୁରୀ: ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ଓ ରସଗୋଲା ଦିବସ । ରତ୍ନ ସିଂହାସନକୁ ଫେରିବେ ମହାପ୍ରଭୁ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ରକଳା ପ୍ରଦର୍ଶିତ । ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା ଚିତ୍ରକଳା କରିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.