thumbnail

By

Published : Feb 14, 2021, 5:23 PM IST

ETV Bharat / Videos

ଭଜନ ସମ୍ରାଟ ଅନୁପ ଜଲୋଟାଙ୍କୁ ଆଜୀବନ ସାଧନା ସମ୍ମାନ, ଦେଖନ୍ତୁ ସ୍ବତନ୍ତ୍ର ସାକ୍ଷାତାକାର...

ଭୁବନେଶ୍ବର: ଭଜନ ସମ୍ରାଟ ଅନୁପ ଜଲୋଟାଙ୍କୁ ମିଳିଲା ଆଜୀବନ ସାଧନା ସମ୍ମାନ । ଓଡିଶୀ ନୃତ୍ୟ ଅନୁଷ୍ଠାନ ତ୍ରିଧାରା ପକ୍ଷରୁ 14 ତମ ଓଡିଶୀ ଗୁରୁ ଦେବପ୍ରସାଦ ସମ୍ମାନ ଉତ୍ସବ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଛି । ଏହି ଉତ୍ସବରେ ଭଜନ ସମ୍ରାଟ ଅନୁପ ଜଲୋଟାଙ୍କୁ ଆଜୀବନ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି । ଏନେଇ ଆମ ଭୁବନେଶ୍ବର ପ୍ରତିନିଧି ଦେବସ୍ମିତା ରାଉତ ଭଜନ ସମ୍ରାଟ ଅନୁପ ଜଲୋଟାଙ୍କ ସହ ସ୍ବତନ୍ତ୍ର ଆଲୋଚନା କରିଛନ୍ତି । ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.