Brajarajnagar ByPoll:ସକାଳ 9ଟା ସୁଦ୍ଧା 11 ପ୍ରତିଶତ ମତଦାନ

By

Published : May 31, 2022, 11:23 AM IST

thumbnail
ଭୁବନେଶ୍ବର: ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । 279 ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ମତ ସାବ୍ୟସ୍ତ କରୁଛନ୍ତି ଭୋଟର । ଏ ଯାଏଁ କୌଣସି ବୁଥରେ ବିଶୃଙ୍ଖଳା ଦେଖା ଯାଇନାହିଁ । 9ଟା ସୁଦ୍ଧା 11 ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ଭୋଟରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.