ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ କେକ୍ କାଟିଲେ ଠିକା କର୍ମଚାରୀ - ଚୁକ୍ତିଭିତ୍ତିକ କର୍ମଚାରୀ
🎬 Watch Now: Feature Video
ଭୁବନେଶ୍ବର: ରାଜ୍ୟରୁ ଉଠିଲା ଚୁକ୍ତିଭିତ୍ତିକ ଚାକିରି ପ୍ରକ୍ରିୟା । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ଖୁସି ପ୍ରକାଶ କରିଛନ୍ତି ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଥିବାରୁ କେକ କାଟି ଶୁଭେଚ୍ଛା ଜଣାଇଛନ୍ତି ଠିକା କର୍ମଚାରୀ । ଏହାସହିତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।