ଅଚାନକ ରାସ୍ତା ମଝିରେ ଜଳିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

By

Published : Jun 11, 2021, 10:51 AM IST

thumbnail
କଟକ: ଟ୍ରକରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଚାଳକ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ସତିଚଉରା ନିକଟରେ । ବାଲି ବୋଝେଇ ହାଇଓ୍ଵାରେ ହଠାତ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.