thumbnail

By

Published : Jul 31, 2022, 4:56 PM IST

ETV Bharat / Videos

Mann Ki Baat: କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ସାଧବୀ ନିରଞ୍ଜନ ଜ୍ୟୋତି

ଖୋର୍ଦ୍ଧା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମର ଆଜି ଥିଲା 91ତମ ସଂସ୍କରଣ । ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ବରିମୁଣ୍ଡା ପଞ୍ଚାୟତ ପତିତପାବନ କଲ୍ୟାଣି ମଣ୍ଡପଠାରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏଥିରେ ଯୋଗ ଦେଇଥିଲେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ସାଧବୀ ନିରଞ୍ଜନ ଜ୍ୟୋତି । ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ସାମିଲ ହୋଇଥିଲେ । ଇଟିଭି ଭାରତ, ଖୋର୍ଦ୍ଧା

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.