ରାଜଧାନୀରେ ପ୍ରବଳ ବର୍ଷା: ଇସ୍କନ ସମ୍ମୁଖରେ ଜଳବନ୍ଦୀ ସମସ୍ୟା, ବୁଡ଼ିଲା ଗାଡ଼ି

By

Published : Aug 6, 2022, 12:42 PM IST

thumbnail

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ରାଜଧାନୀର ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ଉପୁଜିଛି । ନୟାପଲ୍ଲୀ ସ୍ଥିତ ଇସ୍କନ ମନ୍ଦିର ସମ୍ମୁଖରେ ବର୍ଷାପାଣି ଜମି ରହିବା ଫଳରେ ଉକ୍ତ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଇସ୍କନ ମନ୍ଦିର ସାମ୍ନା ରାସ୍ତା ବୁଡ଼ି ଅଣ୍ଟା ପର୍ଯ୍ୟନ୍ତ ପାଣି ଠିଆ ହୋଇଥିବାବେଳେ, ଗାଡ଼ି ମଧ୍ୟ ବୁଡ଼ିଯାଇଥିବା ଦେଖିବାକୁ ମିଳିଛି । ଲୋକେ ଉକ୍ତ ରାସ୍ତା ଦେଇ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.